April 25, 2025

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦିନ ୧୦ଟାରେ ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ଯିବେ ନବୀନ ନିବାସ । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବା ପରେ ବିଧାନସଭା ଯିବେ । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia