ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ଏବଂ ମିଆଁମାର ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ଆଜି ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହୋଇଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାରେ ପୁଣି ଲଗାଣ ବର୍ଷା । ଏଥିପାଇଁ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Over 85% traffic signals in Cuttack out of order
BMC to dismantle road shades after durability prod by citizen reporters
Oppn parties welcome plan for caste-base census