April 22, 2025

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ, ଶ୍ରୀଜଗନ୍ନାଥ ମେଡିକାଲ କଲେଜର କରିବେ ଉଦଘାଟନ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ । ଶ୍ରୀଜଗନ୍ନାଥ ମେଡିକାଲ କଲେଜର କରିବେ ଉଦଘାଟନ । ଏହାପୂର୍ବରୁ ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି ଜିଲ୍ଲାପାଳ ଓ ଏସପି । ପ୍ରଶାସନ ନେଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ ଜିଲ୍ଲାପାଳ ଓ ଏସପି ଅବଗତ ହୋଇଛନ୍ତି । ଏହା ସହିତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia