April 25, 2025

ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାରଠୁ ତିନି ଦିନ ଧରି ଘଡଘଡ଼ି ସହ ବର୍ଷା ଲାଗି ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୧ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ତାଲିକାରେ ରହିଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia