April 20, 2025

ଆସନ୍ତା ଦୁଇଦିନ ରାଜ୍ୟରେ ଜାରି ରହିବ ଶୁଖିଲା ପାଗ, ୭ ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ଏନେଇ  ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ରାଜ୍ୟରେ ମୁଖ୍ଯତଃ ପାଗ ଶୁଖିଲା ଓ ଖରାଟିଆ ରହିବ ଏବଂ କିଛି ସ୍ଥାନରେ ପରିବେଶ ମେଘୁଆ ରହିପାରେ। ଶ୍ରୀଲଙ୍କା ଉପକୂଳସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପର ପ୍ରଭାବରେ ସମାନ୍ତରାଳ ଭାବେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia