April 29, 2025

ଆସନ୍ତା ଦୁଇ ସପ୍ତାହରେ ବଙ୍ଗୋପସାଗରରେ ଦୁଇ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଥିବାରୁ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏଆସନ୍ତା ଅକ୍ଟୋବର ୯ ତାରିଖ ତଥା କୁମାର ପୂର୍ଣ୍ଣିମା ଯାଏ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୮ରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia