April 21, 2025

ଆସନ୍ତା ୨୮ରୁ ୩୦ ତାରିଖ ମଧ୍ୟରେ ସମସ୍ତ ବିଧାୟକଙ୍କର ହେବ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଡିସେମ୍ବର ୧ରୁ ଆରମ୍ଭ ହେଉଥିବା ବିଧାନସଭା ଶୀତ ଅଧିବେଶନ ପାଇଁ ବାଧ୍ୟତାମୂଳକ କରାଯାଇଛି କରୋନା ଟେଷ୍ଟ । ବିଧାନସଭା କର୍ମଚାରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ, ବିଧାୟକ,ସାମ୍ବାଦିକ ଓ ସୁରକ୍ଷା କର୍ମୀଙ୍କ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଆଜି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବାଚସ୍ପତିଙ୍କ ସୂଚନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia