April 20, 2025

ଆସନ୍ତା ୬ରେ ଆଉ ଏକ ଲଘୁଚାପ, ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia