ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୫ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । {image-weatherreport-1656076263.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Berhampur’s Thakurani Yatra ends
Min clarifies on Ayushman Bharat, warns hospitals against negligence
3 kids find new homes outside state