April 29, 2025

ଆସିଲା ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା: ଜାଣନ୍ତୁ, କାହା ପାଖରେ କେତେ ସମ୍ପତ୍ତି ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକାକୁ ସାର୍ବଜନୀନ ହୋଇଛି । ୨୦୨୧ ଡିସେମ୍ବର ସୁଦ୍ଧା ସମସ୍ତ ମନ୍ତ୍ରୀଙ୍କ ସ୍ଥାବର ଅସ୍ଥାବର ସମ୍ପତି ତାଲିକା ସିଏମଓ ୱେବସାଇଟରେ ଉପଲବ୍ଧ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୬୪. ୮୭ କୋଟି ଟଙ୍କା ରହିଛି । ହରିୟାନାରେ ଥିବା ନିଜ ଫାର୍ମା ହାଉସ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia