April 20, 2025

ଆସୁଛି ଆଉ ଏକ ଲଘୁଚାପ : ୨୮ରୁ ୩ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia