ଆସୁଛି ଦୁଇଟି ଲଘୁଚାପ, ୫ରୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ଆଗକୁ ଆସୁଛି ଦୁଇଟି ଲଘୁଚାପ । ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।  ଏଥିମଧ୍ୟରୁ ଆଜି ଅର୍ଥାତ୍ ସେପ୍ଟେମ୍ବର ୨ରୁ ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ । ସେହିପରି ଦ୍ଵିତୀୟଟି ସେପ୍ଟେମ୍ବର  ୯ରୁ ୧୫ ମଧ୍ୟରେ ସୃଷ୍ଟି ହେବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତି ଅଞ୍ଚଳରେ ସୃଷ୍ଟି ସମ୍ଭାବନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia