ଭୁବନେଶ୍ୱର: ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
HC to hear plea against vending zone near law varsity
Spl wards set up to treat sunstroke victims in Ganjam
Turtle hatchlings emerge from eggs at Gahirmatha