April 21, 2025

ଆହୁରି ଶକ୍ତିଶାଳୀ ହେବ ‘ମିଶନ ଶକ୍ତି’, ଇ-ମାର୍କେଟ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଆଜି ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ, କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା, ଫେଡେରେସନ ଇସି ମେମ୍ବର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia