ଭୁବନେଶ୍ୱର: ଆଗାମୀ ୨୪ରୁ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ ଜିଲ୍ଲାରେ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Govt sets up exam centres in all 30 districts for CPET-2025
Boy who grazes goats to support mom scores over 90% in matric
CM-led team meets investors at WAVES