April 22, 2025

ଆହୁରି ୨ ମାସ ପର୍ଯ୍ୟନ୍ତ ବଢ଼ିବ କରୋନା ସଂକ୍ରମଣ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ହୁ ହୁ ହୋଇ ବଢିବାରେ ଲାଗିଛି ରାଜ୍ୟରେ ଦୈନିକ ସଂକ୍ରମଣ । ଆଜି ୮୭୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବବା ବେଳେ ଆସନ୍ତା ୨ମାସ କରୋନା ସଂକ୍ରମଣ ବଢ଼ିକି ରହିବ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ଆସନ୍ତା ୨ ମାସ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia