ଆହୁରି ୪ ଦିନ ପ୍ରବଳ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଭୋର ୪ ଟାରୁ ଉପକୂଳ ଓଡ଼ିଶାରେ ଲାଗିରହିଛି ତୁହାକୁ ତୁହା ବର୍ଷା । ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଫଳରେ ଭୁବନେଶ୍ୱର ଏବଂ କଟକରେ ଆଜି ପାହାନ୍ତିଆରୁ ଭୀଷଣ ବର୍ଷା ଲାଗିରହିଛି । ପ୍ରଭାବରେ ତଳିଆ ଅଞ୍ଚଳରେ ସାମୟିକ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia