April 20, 2025

ଇ-ଯାନ ପାଇଁ ରାଜ୍ୟ ସରକାର ସ୍ଥାପନ କରିବେ “ବୈଦୁତିକ ଯାନ ପାଣ୍ଠି”

ରାଜ୍ୟ ସରକାରଙ୍କ ଦ୍ୱାରା ଓଡ଼ିଶା ବୈଦୁ୍ୟତିକ ଯାନ ନୀତି ୨୦୨୧ ଘୋଷିତ ହୋଇଛି । ଏହି ନୀତି ଅନୁଯାୟୀ ବିଭିନ୍ନ ବର୍ଗର ବୈଦୁ୍ୟତିକ ଯାନ କ୍ରୟ ନିମନ୍ତେ ସରକାର ବିଭିନ୍ନ ପ୍ରକାର ପ୍ରୋତ୍ସାହନ ୪ ବର୍ଷ ପର୍ଯ୍ୟନ୍ତ ଯୋଗାଇଦେବାକୁ ବ୍ୟବସ୍ଥା କରୁଛନ୍ତି । ଏନେଇ ସୂଚନା ଦେଇଛି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ । ଏହିସବୁ ପ୍ରୋତ୍ସାହନ ଯୋଗାଇଦେବା ପାଇଁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia