April 21, 2025

ଉତ୍କଳମଣୀଙ୍କ ଜନ୍ମପୀଠ ବିକାଶ କାର୍ଯ୍ୟ ସମୀକ୍ଷା: ନିର୍ମାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସରିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ ତ୍ୱରାନ୍ୱିତ ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା ସଂସ୍କୃତି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia