ଭୁବନେଶ୍ୱର: ଆଉ ୬ ମାସ ବଢିଲା ମାଗଣା ଚାଉଳ ଅବଧି । ଆଉ ୬ ମାସ ପାଇଁ ହିତାଧିକାରୀଙ୍କୁ ମିଳିବ ମାଗଣା ଚାଉଳ । ୬ ମାସ ପାଇଁ ଅବଧି ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏପ୍ରିଲରୁ ସେପ୍ଟେମ୍ବର ମାସ ଯାଏଁ ମିଳିବ ମାଗଣା ଚାଉଳ । ଏଥିରେ ଉପକୃତ ହେବେ ୮.୦୯ ଲକ୍ଷ ଲୋକ ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ