April 20, 2025

ଉନ୍ନତ୍ତ ସ୍ୱାସ୍ଥ୍ୟ ସେବାର ନିରନ୍ତର ବିକାଶ ପାଇଁ ୬ ଜଣ ପରାମର୍ଶଦାତା ନିୟୋଜିତ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଉନ୍ନତ୍ତମାନର ସାର୍ବଜନୀନ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ସ୍ୱାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ 6 ଜଣ ନୁଆ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia