April 22, 2025

ଉପକୁଳ ଛୁଇଁବ କି ବାତ୍ୟା ? ଓଡ଼ିଶାରେ କ’ଣ ରହିବ ପ୍ରଭାବ ?

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୬ ତାରିଖ ସୁଦ୍ଧା ତାହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାପରେ ବାତ୍ୟା ନେଇ ସଠିକ୍‌ ଆକଳନ କରି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ତେବେ ବାତ୍ୟା ହେଲେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia