April 22, 2025

ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷିବ, ୧୪ରେ ପୁଣି ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଲାଗଛି ରହିଛି ତୁହାକୁ ତୁହା ବର୍ଷା । ପଛକୁ ପଛ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି । ଫଳରେ ଦଶହରା ମଉଜ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia