ଏଣିକି ଓଡ଼ିଆ ଭାଷାରେ ହେବ OAS ପରୀକ୍ଷା

ଭୁବନେଶ୍ୱର: ଏଣିକି ଓଡ଼ିଆ ଭାଷାରେ ହେବ OAS ପରୀକ୍ଷା । ପ୍ରିଲିମ୍, ମେନ୍ ଓ ଇଣ୍ଟରଭିୟୁ ବି ଓଡ଼ିଆରେ ହେବ । ପ୍ରଶ୍ନ ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ । ପରୀକ୍ଷାର୍ଥୀ ମାନେ ଚାହିଁଲେ ଇଂରାଜୀ କିମ୍ବା ଓଡ଼ିଆ ଭାଷାରେ ପରୀକ୍ଷା ଦେଇପାରିବେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ OPSCକୁ ଏନେଇ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia