April 21, 2025

ଏଣିକି ଗାଁ ଗାଁକୁ ଗଡ଼ିବ ବସ, ୨୨ ଜିଲ୍ଲାର ୫୫ଟି ବସ୍ ଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ଯୋଗାଯୋଗର ଉନ୍ନତିକୁ ରାଜ୍ୟ ସରକାର ପ୍ରାଧାନ୍ୟ ଦେଇଛନ୍ତି। ଗାଁ ଗାଁର ଲୋକେ ସହରକୁ ସହଜ, ସୁବିଧା ଓ ସୁରକ୍ଷିତ ଭାବରେ ଯାତାୟତ କରିବା ପାଇଁ ସରକାର ଭିତ୍ତିଭୂମିକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ରାଜ୍ୟର ୨୨ ଟି ଜିଲ୍ଲାର ୫୫ଟି ବସ୍ ଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସବୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia