April 20, 2025

ଏଣିକି ସରକାରୀ କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ମିଳିବ ଅଧିକ ସହାୟତା ରାଶି

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia