April 20, 2025

ଏଥର ହେବନି ଐତିହାସିକ ବାଲିଯାତ୍ରା, ଜିଲ୍ଲା ପ୍ରଶାସନର ବଡ ନିଷ୍ପତ୍ତି

କଟକ: ଗତବର୍ଷ ପରି ଏ ବର୍ଷ କଟକର ଐତିହାସିକ ବାଲିଯାତ୍ରା ହେବନାହିଁ। ମହାମାରୀ କରୋନାକୁ ଦେଖି ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇ କଟକ ଜିଲ୍ଲା ପ୍ରଶାସନ। ବାଲିଯାତ୍ରା ବନ୍ଦ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନୀ ସୂଚନା ଦେଇଛନ୍ତି। କରୋନା ପାଇଁ ଗତବର୍ଷ ମଧ୍ୟ ବନ୍ଦ ରହିଥିଲା କଟକ ବାଲିଯାତ୍ରା। ରାଜ୍ୟରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia