April 20, 2025

ଏସସିବିରେ ପ୍ରଥମ ଇକମୋ ଚିକିତ୍ସାଧୀନ ବ୍ୟକ୍ତିଙ୍କ ମୃତ୍ୟୁ

କଟକ: କଟକ ଏସସିବି ଡାକ୍ତରଖାନାରେ ଇକମୋ ସପୋର୍ଟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କର ଶନିବାର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ଜଗନ୍ନାଥ ପ୍ରଧାନ(୩୨)। ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଏସସିବିରେ ଏହା ପ୍ରଥମ ଇକମୋ ମୃତ୍ୟୁ ବୋଲି ଡାକ୍ତରଖାନା ସୂତ୍ରରୁ ସୂଚନା ମିଳିଛି । ଗତ ୨୯ ତାରିଖରେ ଜଗନ୍ନାଥ ପ୍ରଧାନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia