ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବିଭାଗ ତରଫରୁ କୁହାଯାଇଛି ଯେ, ଏନେଇ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ । ବାତ୍ୟା ସମ୍ବନ୍ଧରେ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Govt nod to higher allowances, incentives for cops
Rlys to start station work in KBK
Two drown in Mahanadi at Jobra