April 21, 2025

ଓଡ଼ିଶା ଫୁଡ୍ ପ୍ରୋ ୨୦୨୨କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ଓଡ଼ିଶା ଫୁଡ ପ୍ରୋ 2022 । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ପୁଞ୍ଜି ବିନିଯୋଗ ପାଇଁ ଓଡ଼ିଶାକୁ ଏକ ଅନୁକୂଳ ଗନ୍ତବ୍ୟସ୍ଥଳରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି । ଏଥିରେ ସ୍ବୟଂ ସହାୟକ ଗୋଷ୍ଠୀ ଅତ୍ୟାଧୁନିକ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia