April 23, 2025

ଓଡିଶା ଛୁଇଁବନି ବାତ୍ୟା ସିତ୍ରାଙ୍ଗ, ହେଲେ ୨୪ରୁ ପ୍ରବଳ ବର୍ଷିବ

ନୂଆଦିଲ୍ଲୀ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ଲଘୁଚାପ ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia