April 21, 2025

ଓମିକ୍ରନ ଆସିଲା, ବଢିଲା ଚିନ୍ତା: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ଓଡିଶାକୁ ପସିଲା ଓମିକ୍ରନ । କରୋନାର ନୂଆ ଭାରିଆଣ୍ଟ ଚିନ୍ତା ମଧ୍ୟରେ ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍ଏସ୍ ନଗରର ୧୧ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ପରେ ବିଏମସି ଏହି କଣ୍ଟେନମେଣ୍ଟ ଜୋନ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia