April 24, 2025

ଓଡ଼ିଶାରେ କେଉଁଠି ସ୍ଥଳଭାଗ ବାତ୍ୟା ‘ସିତ୍ରାଙ୍ଗ’ ? ଜାଣନ୍ତୁ, କେଉଁ ପାଣିପାଗ ମେଡଲ କଣ କହୁଛି…

ଭୁବନେଶ୍ୱର: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢୁଥିବା ଚିତ୍ର ଆଜି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ଟୁଇଟ୍ କରି ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia