April 20, 2025

କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ପ୍ରଦୀପ ମାଝୀ

ଭୁବନେଶ୍ବର: ଦୀର୍ଘ ଦିନର ରାଜନୈତିକ ଚର୍ଚାରେ ଯବନିକା ପକାଇ ଶେଷରେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ପ୍ରଦୀପ ମାଝୀ । କଂଗ୍ରେସ ଛାଡିବା ପରେ ପ୍ରଦୀପ କେଉଁ ଦଳରେ ଯୋଗ ଦେବେ ସେ ନେଇ କିଛି ପ୍ରତିକ୍ରିୟା ରଖି ନାହାନ୍ତି। ତେବେ କିଛି ମାସ ପୂର୍ବରୁ ପ୍ରଦୀପଙ୍କ ବିଜୁ ଜନତା ଦଳରେ ଯୋଗଦାନ ନେଇ ରାଜନୈତିକ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia