April 22, 2025

କଂଗ୍ରେସରେ ମିଶିବେନି ପ୍ରଶାନ୍ତ କିଶୋର, ଟ୍ୱିଟ୍ କରି ସ୍ପଷ୍ଟ କରିଛନ୍ତି କାରଣ

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କଂଗ୍ରେସରେ ଯୋଗଦେବା ନେଇ କଳ୍ପନା ଜଳ୍ପନା ଜାରି ରହିଥିଲା । ମଙ୍ଗଳବାର ଦିନ ଏହି ଅଟକଳ ବନ୍ଦ ହୋଇଯାଇଛି । କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜୱାଲା ମଙ୍ଗଳବାର ଟ୍ୱିଟ କରି ସୂଚନା ଦେଇଛନ୍ତି ଯେ ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସ ସଭାପତି ସୋନିଆ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia