April 30, 2025

କଟକ ବଡ ମେଡିକାଲ ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କଲେ 5T ସଚିବ

ଭୁବନେଶ୍ବର: କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ । ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସା ଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ ବିକଶିତ କରିବାର ଆବଶ୍ୟକତା ଅନୁଭୂତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia