April 30, 2025

କମୁଛି ସଂକ୍ରମଣ: ରାଜ୍ୟରେ ୨୪ ଘଣ୍ଟାରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ

Odisha Corona Update: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳକୁ ଖସିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia