April 29, 2025

କରୋନା ଅପଡେଟ୍ : 24 ଘଣ୍ଟାରେ 1130 ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲଗାତାର ଚତୁର୍ଥ ଦିନରେ 11 ଶହ ପାର କଲା ଦୈନିକ ସଂକ୍ରମଣ । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 1130 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 662 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ 468

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia