April 20, 2025

କର୍ଣ୍ଣାଟକ ନିର୍ବାଚନ ପୂର୍ବରୁ ଜେଡିଏସକୁ ବଡ଼ ଝଟକା, ବିଜେପିରେ ସାମିଲ ହେଲେ ରାମାସ୍ୱାମୀ

ବେଙ୍ଗାଲୁରୁ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ 2023 ର ବିଗୁଲ ବାଜିବା ପରେ ସାରା ରାଜ୍ୟରେ ରାଜନୈତିକ ମାହୋଲ ସରଗରମ୍ ହୋଇଉଠିଛି । ସମସ୍ତ ରାଜନୈତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଏଥି ମଧ୍ୟରେ ଆରମ୍ଭ ହୋଇଯାଇଛି ଦଳ ଡିଆଁ ରାଜନୀତି । ନେତାମାନେ ନିଜ ପସନ୍ଦର ଆସନରୁ

Source: Politics News(ରାଜନୀତି ସମାଚାର): Rajneeti Samachar, Political News/Khabar in Odia – Oneindia Odia