April 20, 2025

କଳାହାଣ୍ଡିରେ ୧୪ ଲକ୍ଷ ଲୋକେ ପାଇବେ ସ୍ମାର୍ଟ କାର୍ଡ ସୁବିଧା, ୮୬୦ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି । ସେହିପରି ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia