ଆଜି ଓଡିଶା ମୁଖ୍ୟମନ୍ତି ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ଜିଲ୍ଲାରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ସହିତ ଏକାଧିକ ପ୍ରକଳ୍ପର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ