April 22, 2025

କଳ୍ପନା ଜଳ୍ପନାର ଅନ୍ତ ଘଟାଇଲା ବିଜେପି, ଗୋରଖପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଶାସକ ଦଳର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆସନକୁ ନେଇ ଦୀର୍ଘ ଦିନ ଧରି କଳ୍ପନାଜଳ୍ପନା ଲାଗି ରହିଥିଲା । ତେବେ ଆଜି ଦଳ ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରିବା ସହ ଏଥିରେ ଜବନିକା ପକାଇଛି । ଦଳ ପକ୍ଷରୁ କୁହାଯାଇଛି ଯେ ଆଦିତ୍ୟନାଥ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia