ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା । କାରଣ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ କାଲିଠୁ ଆରମ୍ଭ ହେବ ଅବିଶ୍ରାନ୍ତ ବର୍ଷା । ଏଥିପାଇଁ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Biz mela for women entrepreneurs
7-yr-old girl drowns in Mantei river
OPID court sentences man to 7 years RI, Rs 2.35L fine for crypto fraud