April 26, 2025

କାଲି ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ, ମଧ୍ୟାହ୍ନ ୧୨ଟାରୁ ପହଣ୍ଡି ବିଜେ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ । ଆଜି ଅପରାହ୍ନ ୪ଟା ଯାଏ ସନ୍ଧ୍ୟା ଦର୍ଶନ ଶେଷ ହୋଇସାରିଛି । ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନବମୀ ଦର୍ଶନ ବ ସନ୍ଧ୍ୟା ଦର୍ଶନ ହୋଇଛି । ଦୁଇ ବର୍ଷ ପରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia