April 22, 2025

କାଲି 12 ଟାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବେ ‘AAP’ ମୁଖ୍ୟ କେଜ୍ରିୱାଲ

ଚଣ୍ଡିଗଡ଼ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍ ଆଦମୀ ପାର୍ଟି (ଏଏପି) ର ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବ, ସେ ନେଇ ପଞ୍ଜାବର ରାଜନୀତି ସରଗରମ ହୋଇ ଉଠିଛି । ଏହି ମଧ୍ୟରେ ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଆଜି କହିଛନ୍ତି ଯେ ଆମେ ପଞ୍ଜାବ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia