ଭୁବନେଶ୍ୱର: ସମସ୍ତ କଳ୍ପନା ଜଳ୍ପନାରେ ପଡିଲା ପୂର୍ଣ୍ଣଛେଦ । ଘଟିଲା ପ୍ରତୀକ୍ଷାର ଅନ୍ତ । ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ବଡ ଝଟକା । ନାହିଁ ନାହିଁ କହି ଶେଷରେ, ଇସ୍ତଫା ଦେଇଛନ୍ତି ପ୍ରଦେଶ କଂଗ୍ରେସ କମିଟି (ପିସିସି)ର କାର୍ଯ୍ୟକାରୀ ସଭାପତି ତଥା ରାଜ୍ୟ କଂଗ୍ରେସର ଅନ୍ୟତମ ହେବିୱେଟ ଚେହେରା ପ୍ରଦୀପ ମାଝୀ । {image-pradeepmajhi-1634900955.jpg
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ