April 21, 2025

କିଶୋରୀବାଳିକାଙ୍କ ନିମନ୍ତେ ରାଜ୍ୟସ୍ତରୀୟ “ଅଦ୍ୱିକା’ ସମ୍ମିଳନୀ ଭର୍ଚୁଆଲ୍ ମାଧ୍ୟମରେ ଅନୁଷ୍ଠିତ

ଭୁବନେଶ୍ବର: କିଶୋରୀ ବାଳକିାମାନଙ୍କ ସାମଗି୍ରକ ବିକାଶ ଏବଂ ବିଭିନ୍ନ ପ୍ରସଙ୍ଗରେ ସେମାନଙ୍କ ମଧ୍ୟରେ ସାମାଜିକ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ୨୦୨୦ ମସିହା ଅକ୍ଟୋବର ୧୧ ତାରିଖରେ ଆରମ୍ଭ ହୋଇଥିବା “ଅଦ୍ୱିକା’ କାର୍ଯ୍ୟକ୍ରମକୁ ଇତି ମଧ୍ୟରେ ଏକ ବର୍ଷ ପୂର୍ତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ନଭେମ୍ବର ୨୦ ତାରିଖ ଶିଶୁ ଅଧିକାର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia