April 22, 2025

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia