April 20, 2025

କୃଷକ ମୋର୍ଚ୍ଚାର ଭାରତ ବନ୍ଦକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର : କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚା ପକ୍ଷରୁ ଆସନ୍ତା ୨୭ ତାରିଖ ଦିନ ଭାରତ ବନ୍ଦ ଡାକରା ଦିଆଯାଇଛି ।  ଭାରତୀୟ ଜାତୀୟ କଂଗ୍ରେସ ଏହି ବନ୍ଦକୁ ସମର୍ଥନ କରିବାପାଇଁ ନିଷ୍ପତି ନେଇଛି । କଂଗ୍ରେସ ଦଳ ସର୍ବଦା କୃଷକମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ କାର୍ଯ୍ୟ କରିଆସିଛି ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia