ଭୁବନେଶ୍ୱର: ଅନୁସୂଚିତ ଜନଜାତି ପାଇଁ ଜାତୀୟ ଆୟୋଗର ବାରମ୍ବାର ଶୁଣାଣିରେ ହାଜର ହୋଇ ନ ଥିବାରୁ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ ଜାରି କରାଯାଇଛି । ଆରେଷ୍ଟ ୱାରେଣ୍ଟ ଜାରି କଲେ ଜାତୀୟ ଜନଜାତି କମିଶନ । ଡିଜିପି ସୁନୀଲ ବଂଶଲଙ୍କୁ ନିର୍ଦ୍ଦେଶ ଦେଲେ ଜନଜାତି କମିଶନ । ଖବର
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha